ସଂଯୋଗୀ ସଜଫୁଲ ପ୍ରତିଷ୍ଠାନର ରାଜ୍ୟସ୍ତରୀୟ ସମାରୋହ

ଲେଖକ ପରିଚୟ

ସମ୍ପାଦକ - ବଣମଲ୍ଲୀର ମହକ | ବ୍ଲଗ | ସଦ୍ୟ ପୋଷ୍ଟ

ବଣମଲ୍ଲୀର ମହକ ହେଉଛି ଓଡିଆ ସାହିତ୍ୟ ଓ ସଂସ୍କୃତିର ନିଆରା ସ୍ଵର ଯାହା ସମଗ୍ର ବିଶ୍ଵର ଓଡିଆ ଲେଖକ ଓ ପାଠକ ମାନଙ୍କୁ ଏକ ଭର୍ଚୁଆଲ ସମ୍ପ୍ରଦାୟରେ ଏକତ୍ରିତ କରିଥାଏ ।

କେଉଁଝର – ତା ୧୪/୦୭/୧୯ ଋଖରେ ଘଟଗାଁ ନିକଟସ୍ଥ କୁଣ୍ଡାପିଠା ର ସଂଯୋଗୀ ସଜଫୁଲ ଅନୁଷ୍ଠାନ ପକ୍ଷରୁ ମା’ ତାରିଣୀ ମନ୍ଦିର ପରିସରରେ ରାଜ୍ୟସ୍ତରୀୟ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହ ପୂର୍ବାହ୍ନ ୯ ଘଣ୍ଟା ସମଯରୁ ଅନୁଷ୍ଠିତ ହେବ । ଏହି ଅବସରରେ କବିତାପାଠ, ସାହିତ୍ୟ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ ସହିତ ପୁସ୍ତକ ଉନ୍ମୋଚନ ଓ “ସାହିତ୍ୟରେ ଶିଶୁର ସୃଜନଶୀଳତାର ବିକାଶ” ଉପରେ ଆଲୋଚନାଚକ୍ର ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

HTML tutorial

ବଣମଲ୍ଲୀର ମହକ ହେଉଛି ଓଡିଆ ସାହିତ୍ୟ ଓ ସଂସ୍କୃତିର ନିଆରା ସ୍ଵର ଯାହା ସମଗ୍ର ବିଶ୍ଵର ଓଡିଆ ଲେଖକ ଓ ପାଠକ ମାନଙ୍କୁ ଏକ ଭର୍ଚୁଆଲ ସମ୍ପ୍ରଦାୟରେ ଏକତ୍ରିତ କରିଥାଏ ।

ଆପଣଙ୍କ କମେଣ୍ଟ ଉତ୍ତର ପାଇବାକୁ ସବ୍ସକ୍ରାଇବ କରନ୍ତୁ
ମତେ ଜଣାନ୍ତୁ
guest
0 କମେଣ୍ଟ
ଇନଲାଇନ ଫିଡବ୍ୟାକ
ସମସ୍ତ କମେଣ୍ଟ ଦେଖନ୍ତୁ