ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ଉତ୍ତରପୁରୁଷ ନାଟ୍ୟାନୁଷ୍ଠାନ ତରଫରୁ “ନାଟକ ପରିକ୍ରମା” ଉତ୍ସବ

ଲେଖକ ପରିଚୟ

ସମ୍ପାଦକ - ବଣମଲ୍ଲୀର ମହକ | ବ୍ଲଗ | ସଦ୍ୟ ପୋଷ୍ଟ

ବଣମଲ୍ଲୀର ମହକ ହେଉଛି ଓଡିଆ ସାହିତ୍ୟ ଓ ସଂସ୍କୃତିର ନିଆରା ସ୍ଵର ଯାହା ସମଗ୍ର ବିଶ୍ଵର ଓଡିଆ ଲେଖକ ଓ ପାଠକ ମାନଙ୍କୁ ଏକ ଭର୍ଚୁଆଲ ସମ୍ପ୍ରଦାୟରେ ଏକତ୍ରିତ କରିଥାଏ ।

ତା ୨୨/୦୪/୨୦୧୯ – ଆସନ୍ତା ଏପ୍ରିଲ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରସ୍ଥିତ ରବୀନ୍ଦ୍ର ମଣ୍ଡପ ପରିସରରେ ଉତ୍ତରପୁରୁଷ ନାଟ୍ୟାନୁଷ୍ଠାନ ତରଫରୁ “ନାଟକ ପରିକ୍ରମା” ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଉତ୍ତରପୁରୁଷ ନାଟ୍ୟାନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ ପ୍ରସନ୍ନ କୁମାର ମିଶ୍ରଙ୍କ ସୂଚନା ଅନୁଯାୟୀ, ସମସ୍ତ ନାଟକ ଗୁଡିକ ଉତ୍ତରପୁରୁଷ ନାଟ୍ୟାନୁଷ୍ଠାନର କଳାକାର ମାନଙ୍କ ଦ୍ଵାରା ପରିବେଷଣ କରାଯିବ । ନାଟକ ଗୁଡିକ ମଧ୍ୟରେ “ଖଳନାୟକ”, “କ୍ଷତିପୂରଣ”, “କୋମା” ଏବଂ “ଗୋପୀସାହୁ ଦୋକାନ” ମଞ୍ଚସ୍ତ ହେବାର କାର୍ଯ୍ୟକ୍ରମ ରହିଛି ।


HTML tutorial

ବଣମଲ୍ଲୀର ମହକ ହେଉଛି ଓଡିଆ ସାହିତ୍ୟ ଓ ସଂସ୍କୃତିର ନିଆରା ସ୍ଵର ଯାହା ସମଗ୍ର ବିଶ୍ଵର ଓଡିଆ ଲେଖକ ଓ ପାଠକ ମାନଙ୍କୁ ଏକ ଭର୍ଚୁଆଲ ସମ୍ପ୍ରଦାୟରେ ଏକତ୍ରିତ କରିଥାଏ ।

ଆପଣଙ୍କ କମେଣ୍ଟ ଉତ୍ତର ପାଇବାକୁ ସବ୍ସକ୍ରାଇବ କରନ୍ତୁ
ମତେ ଜଣାନ୍ତୁ
guest
0 କମେଣ୍ଟ
ଇନଲାଇନ ଫିଡବ୍ୟାକ
ସମସ୍ତ କମେଣ୍ଟ ଦେଖନ୍ତୁ