ପ୍ରବନ୍ଧ – ଭାଷାସୃଷ୍ଟିର ଇତିହାସ – ଗିରିଜା ଶଙ୍କର ରାୟ

ମନୁଷ୍ୟମାନେ ଆଦିମ ପଶୁ ଅବସ୍ଥାରୁ ନିଜକୁ ଉନ୍ନତ କରିବା ନିମନ୍ତେ ଯେଉଁ ଉପାୟମାନ ଉଦ୍ଭାବନ କରିଅଛନ୍ତି ସେମାନଙ୍କ ମଧ୍ୟରେ ଭାଷାର ବ୍ୟବହାର ଗୋଟିଏ । ଭାଷାର ପ୍ରୟୋଗ ଦ୍ୱାରା ମନୁଷ୍ୟମାନଙ୍କ ମଧ୍ୟରେ ଭାବର ଆଦାନ…