ଉଠ କଙ୍କାଳ – ଗୋଦାବରୀଶ ମହାପାତ୍ର

ଦୁର୍ଗମ ଗିରି ଦୁର୍ଗ ପ୍ରାଚୀର ଜୀର୍ଣ୍ଣ ଦୁଆରେ ବସି,ଡାକେ ତାନ୍ତ୍ରିକ ମନ୍ତ୍ର ସାଧନେ ଜାଗ୍ରତ ପୁରବାସୀପୃଥ୍ବୀ ବିଦାରି ବାରବାଟୀ ମଡ଼ା ଉଠ ଉଠ ଚଞ୍ଚଳ,ଖୋରଧାର ଶତ ସରଦାର ଶିର କର ଉନ୍ନତତର ! ଉଠ…